Fast-Track Courts: ପ୍ରତିଷ୍ଠା ହେବ ୭ଟି ମହିଳା ଫାଷ୍ଟଟ୍ରାକ୍ ଏବଂ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ
ଭୁବନେଶ୍ୱର: ସାଇବର ଅପରାଧର ତ୍ୱରିତ ବିଚାର ପାଇଁ ଖୋଲାଯିବ ସ୍ବତନ୍ତ୍ର କୋର୍ଟ। ଓଡ଼ିଶାରେ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ଯୋଜନା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରାଜ୍ୟ, ଦେଶ ତଥା ବିଶ୍ୱ ଦୃଷ୍ଟିକୋଣରୁ ଅବଲୋକନ କଲେ ଜନସଂଖ୍ୟା ସହ…