ରାଜ୍ୟରେ ଲଘୁଚାପ ବର୍ଷା; ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ। ଆଜି ସନ୍ଧ୍ୟା ୫ଟା ସୁଦ୍ଧା ଅର୍ଥାତ ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ ଓ ଖୋର୍ଦ୍ଧା ସମେତ ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି,…