ପାଖରେ ଫାଣ୍ଡି ଥାଇ ବି ଏଟିଏମ୍ ଭାଙ୍ଗି ଲୁଟିନେଲେ ଟଙ୍କା
ବାଲେଶ୍ବର :ବାଲେଶ୍ବର ଜିଲ୍ଲା ସକ୍ରିୟ ଲୁଟେରା ଗ୍ୟାଙ୍ଗ୍ । ଏଟିଏମ୍ ଠାରୁ ୩୦ କିଲୋମିଟର ଦୂରରେ ଏକ ଫାଣ୍ଡି ରହିଛି । ତଥାପି ନିର୍ଭୟରେ ଆସି ଗ୍ୟାସ୍ କଟରରେ ଏଟିଏମ କାଟିଲେ ଏବଂ ଟଙ୍କା ଲୁଟି ନେଇଗଲେ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ରେମୁଣା କ୍ଷୀରଚୋରା…