Latest Odisha News

BREAKING NEWS

ମହିଳା ସଂରକ୍ଷଣ ବିଲ୍‌କୁ ରାଷ୍ଟ୍ରପତି ଦେଲେ ମଞ୍ଜୁରି, ଆଇନ୍‌ରେ ପରିଣତ ହେଲା ମହିଳା ବିଲ୍‌

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ମହିଳା ସଂରକ୍ଷଣ ବିଲକୁ ଅନୁମୋଦନ କରିଛନ୍ତି। ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ରାଷ୍ଟ୍ରପତି ମଞ୍ଜୁରି ପ୍ରଦାନ କରିଛନ୍ତି। ରାଷ୍ଟ୍ରପତିଙ୍କ ମଞ୍ଜୁରି ପରେ ବିଲ୍ ଆଇନରେ ପରିଣତ ହେଲା। ଏ ସମ୍ପର୍କରେ ଭାରତ ସରକାର ଏକ ଗେଜେଟ ବିଜ୍ଞପ୍ତି ଜାରି…

ବିଶ୍ୱକପ କ୍ରିକେଟ: ଚାମ୍ପିୟନ ଇଂଲଣ୍ଡ ବିପକ୍ଷ ମୁକାବିଲାରେ ଖେଳିବେନି ୱିଲିୟମସନ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ କ୍ରିକେଟ ଟିମ ଅଧିନାୟକ କେନ ୱିଲିୟମସନ ଏବେ ବି ସମ୍ପୂର୍ଣ୍ଣ ଭାବେ ଫିଟ ହୋଇ ନାହାନ୍ତି । ଭାରତରେ ଆୟୋଜିତ ହେବାକୁ ଥିବା ଦିନିକିଆ ବିଶ୍ୱକପ କ୍ରିକେଟର ପ୍ରଥମ ମ୍ୟାଚ ଅକ୍ଟୋବର ୫ରେ ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ଏହି ମ୍ୟାଚରେ ୱିଲିୟମସନ…

ଏମପିରେ ସିନ୍ଧିଆ ଲଢିବେ ବିଧାନସଭା ନିର୍ବାଚନ, ପ୍ରତିଶୋଧ ନେବାକୁ କଂଗ୍ରେସର ମାଷ୍ଟର ପ୍ଲାନ!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ବିଜେପି ଦୁଇଟି ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବା ସହ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କୁ ବିଧାନସଭା ମୈଦାନକୁ ଓଲ୍ହାଇଛି। ଏପରିକି ଦଳ ପକ୍ଷରୁ ଖୁବ ଶୀଘ୍ର ତୃତୀୟ ତାଲିକା ଘୋଷଣା ହେବ। ସେଥିରେ ଆହୁରି ଚମକାଇଲା ଭଳି ସ୍ଥିତି ଦେଖିବାକୁ ମିଳିବ ବୋଲି…

ଏସିଆନ ଗେମ୍ସ: ଷଷ୍ଠ ଦିନ ଭାରତୀୟ ଆଥଲେଟଙ୍କ ଦମଦାର ପ୍ରଦର୍ଶନ

ହାଙ୍ଗଝୋଉ: ଚଳିତ ଏସିଆନ ଗେମ୍ସରେ ଶୁକ୍ରବାର ଷଷ୍ଠ ଦିନ ଭାରତୀୟ ଆଥଲେଟ ଦମଦାର ପ୍ରଦର୍ଶନ କରିଛନ୍ତି । ଚୀନରେ ହାଙ୍ଗଝୋଉ ଭାରତୀୟ ଖେଳାଳି ୨ ସ୍ୱର୍ଣ୍ଣ, ୪ ରୌପ୍ୟ ଓ ୨ବ୍ରୋଞ୍ଜ ପଦକ ହାସଲ କରିଥିଲେ । ଓଭରାଲ ୩୩ ପଦକ ସହ ଭାରତ ପଦକ ତାଲିକାରେ ୪ର୍ଥ ସ୍ଥାନରେ ରହିଛି । ଭାରତୀୟ ଶୁଟର୍ସ ୨…

ରାଜସ୍ଥାନରେ ବସୁନ୍ଧରା ଆଉଟ, ଦିୟା କୁମାରୀଙ୍କୁ ନେଇ ବିଜେପି ଖେଳିବ ବଡ଼ ଗେମ !

ଭୁବନେଶ୍ୱର: ବଦଳୁଛି ରାଜସ୍ଥାନ ରାଜନୀତିର ସମୀକରଣ। ରାଜସ୍ଥାନ ବିଜେପିର ପ୍ରମୁଖ ଚେହେରା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆଙ୍କୁ ଆଉ କେନ୍ଦ୍ରୀୟ ନେତୃତ୍ୱ ଗୁରୁତ୍ୱ ଦେଉ ନ ଥିବା ଦେଖିବାକୁ ମିଳିଛି। ଆଉ ଜଣେ ନୂଆ ନେତୃତ୍ୱକୁ ତାଙ୍କ ସ୍ଥାନ ପୂରଣ ପାଇଁ ଦଳ ଆଗକୁ…

ଚାଷ ବିଲରେ କାମ କରିବା ବେଳେ ବଜ୍ରପାତ, ୪ ମହିଳା ଗୁରୁତର

ସୁବର୍ଣ୍ଣପୁର: ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗ୍ରାମରେ ଆଜି ଅପରାହ୍ନ ପ୍ରାୟ ୪ଟା ରେ ଚାଷ ବିଲରେ କାମ କରୁଥିବା ସମୟରେ ଅଚାନକ ବଜ୍ରପାତ ହୋଇଥିଲା। ସେହି ବଜ୍ରାଘାତରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ଯାହା ଫଳରେ ସମସ୍ତେ ଗୁରୁତର ଅବସ୍ଥାରେ ଅଚେତ ହୋଇ ଯାଇଥିଲେ। ପରେ ଗାଁ ଲୋକଙ୍କ…

ମାନେକା ଗାନ୍ଧୀଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି କେସ୍ କରିବ ଇସ୍କନ

ନୂଆଦିଲ୍ଲୀ: ଇସ୍କନ ବିରୋଧରେ ଦେଇଥିବା ବୟାନ ବଢାଇ ପାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମାନେକା ଗାନ୍ଧୀଙ୍କ ସମସ୍ୟା। ଇସ୍କନ ବିରୋଧୀ ବୟାନକୁ ନେଇ ମାନହାନି ନୋଟିସ୍ ପଠାଇଲା କୋଲକାତା ଇସ୍କନ। ଇସ୍କନ କୋଲକାତା ଉପାଧ୍ୟକ୍ଷ ରାଧରମଣ ଦାସ କହିଛନ୍ତି ଯେ ସେ ମାନେକା ଗାନ୍ଧୀଙ୍କ ବିରୋଧରେ ୧୦୦…

ପାଇକ ସଂଗ୍ରାମ କାହାଣୀକୁ ନେଇ ଆଧାରିକ ଫିଲ୍ମ : ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା

ଭୁବନେଶ୍ବର: ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା । ଏହି ବୀର ସନ୍ତାନଙ୍କ ସଂଘର୍ଷମୟ ପାଇକ ସଂଗ୍ରାମ କାହାଣୀକୁ ନେଇ ଜୟଭାରତ  ଏଣ୍ଟନମେଣ୍ଟ ତରଫରୁ ‘ଜୟୀ ରାଜଗୁରୁ’ନାମକ ଏକ ଚଳଚିତ୍ର ନିର୍ମାଣ ହୋଇଛି  ।  ଏହି ଚଳଚ୍ଚିତ୍ରଟି  ସୁଟିଂ  ଆରମ୍ଭରୁ ହିଁ ଚର୍ଚ୍ଚାକୁ ଆସିଛି। କାରଣ…

ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ରାୟ: କାର୍ଯ୍ୟକାରିତା ଓ ସ୍ବଚ୍ଛତାକୁ ନେଇ ତଥାପି ରହିଛି…

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ଆଜି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ୨୦୧୮ ମସିହାରେ ରତ୍ନଭଣ୍ଡାର ଖୋଲିବାକୁ ନେଇ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ବି ରାଜ୍ୟ…

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ: ଠିକାଦାରଙ୍କ ଠାରୁ ନେଉଥିଲେ ୭ ହଜାର ଟଙ୍କା ଲାଞ୍ଚ

ରାୟଗଡା: ଆକ୍ସନ ମୋଡରେ ଭିଜିଲାନ୍ସ  । ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ସହକାରୀ ଯନ୍ତ୍ରୀ  । ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି  । ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସହକାରୀ ଯନ୍ତ୍ରୀ ରମାକାନ୍ତ ମଲ୍ଲିକ ଭିଜିଲାନ୍ସ…