କ୍ରୀଡା ଉତ୍ସବକୁ ଯିବାବେଳେ ଘାଟିରେ ଓଲଟି ପଡିଲା ବସ: ଚାଲିଗଲା ଖେଳ ଶିକ୍ଷକଙ୍କ ଜୀବନ
ନବରଙ୍ଗପୁର: ଘାଟିରେ ଓଲଟି ପଡିଲା ବସ । ପିଲାଙ୍କୁ ନେଇ କ୍ରୀଡା ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ ଖେଳ ସାର । ବାଟରେ ଚାଲିଗଲା ଜୀବନ । ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ ।
ମିଳିଥିବା ସୂଚନା…