ଥମୁନି ମଣିପୁର ହିଂସା: ଇମ୍ପାଲରେ ବିରୋଧ ପରେ ୫ ଦିନ ଇଣ୍ଟରନେଟ୍ ବନ୍ଦ ଓ ସ୍କୁଲ ଛୁଟି
ଇମ୍ଫାଲ : ଥମୁନି ମଣିପୁର ତାତି । ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହୋଇଉଠିଛି ମଣିପୁର । ଦୁଇ ଜଣ ଶିକ୍ଷାର୍ଥୀଙ୍କ ମୃତଦେହର ଫଟୋ ଭାଇରାଲ ହେବା ପରେ ପୁଣି ପରିସ୍ଥିତି ସାଂଘାତିକ ହୋଇଛି । ଦୁଇ ଦିନ ତଳେ ସ୍ବାଭାବିକ ହୋଇଥିବା ଇଣ୍ଟରନେଟ୍ ସେବାକୁ ପୁଣି ଥରେ ବ୍ୟାନ୍…