ନୂଆ CDS ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଏନ୍.ଏସ୍ ରାଜା ସୁବ୍ରମଣି
ନୂଆଦିଲ୍ଲୀ: ଭାରତ ସରକାର ଏନଏସ ରାଜା ସୁବ୍ରମଣିଙ୍କୁ ଦେଶର ପରବର୍ତ୍ତୀ ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍) ଭାବରେ ନିଯୁକ୍ତ କରିଛନ୍ତି। ସେ ପ୍ରତିରକ୍ଷା ବ୍ୟାପାର ବିଭାଗର ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ। ବର୍ତ୍ତମାନର ସିଡିଏସ୍ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ମେ ୩୦ ରେ ଶେଷ ହେଉଛି।…