Latest Odisha News

BREAKING NEWS

ଶିଶୁ କବିତା : ଗରମ୍ ଗରମ୍ ମୁଢ଼ି

ପୂଣ୍ୟପ୍ରଭା ଦେବୀ ଗରମ୍ ଗରମ୍ ମୁଢ଼ି ଭାଜୁଥିଲେ ବସି ଖୁଡ଼ୀ କେଉଁଠୁ ଆସିଲା ଦକ୍ଷିଣା ପବନ ସବୁଯାକ ଗଲା ଉଡ଼ି। ଗରମ୍ ଗରମ୍ ମୁଢ଼ି ଯାଉଥିଲା ବେଳେ ଉଡ଼ି କେଉଁଠୁ କେଜାଣି ଆସିଗଲେ କାଉ ଉଠିଲେ ଧାଡ଼ିକୁ ଧାଡ଼ି ଗରମ୍ ଗରମ୍ ମୁଢ଼ି ଯେଉଁ ଠାରେ ଗଲା ପଡ଼ି ତାକୁ ଖାଇବାକୁ ତା…

ଶେଷ ପାଳି ଖୁଦୁରୁକୁଣୀ ଓଷା: ଜାଣନ୍ତୁ ଖୁଦୁରୁକୁଣୀଙ୍କ ସବୁଠୁ ପ୍ରିୟ ଭୋଗ…

ଭୁବନେଶ୍ଵର: ଓଡି଼ଶା ସମଗ୍ର ବିଶ୍ବରେ ତାହାର ସଂସ୍କୃତି ପରମ୍ପରାକୁ ନେଇ ପରିଚିତ। ପ୍ରତ୍ୟେକ ଘରେ ସବୁ ମାସରେ କିଛି ନା କିଛି ପୂଜା ଉପାସନା ଚାଲି ରହିଥାଏ। ଏହି କ୍ରମରେ ଖୁଦରକୁଣୀ ହେଉଛି ଏକ ଓଷା ଯାହାକୁ କୁମାରୀମାନେ ଭାଦ୍ରବର ପ୍ରତି ରବିବାରେ ଜଗତ ଜନନୀ ମା’, ମଙ୍ଗଳାଙ୍କୁ ଆରାଧାନା…

ଏସିଆନ ଗେମରେ ଭାରତର ଦମଦାର ଯାତ୍ରା: ପ୍ରଥମ ଦିନରେ ହାତେଇଲା ୨ ରୌପ୍ୟ ପଦକ

ନୂଆଦିଲ୍ଲୀ:ଏସିଆନ ଗେମରେ ଭାରତ ଆରମ୍ଭ କରିଛି ପଦକ ଯାତ୍ରା । ଦମଦାର ଆରମ୍ଭ କରିଛି ଭାରତ । ପ୍ରଥମ ଦିନରେ ହାତେଇଛି ୨ ପଦକ । ରୋଇଂ ଏବଂ ଏୟାର ରାଇଫଲରେ ୨ ରୌପ୍ୟ ପଦକ ପାଇବାର ସୌଭାଗ୍ୟ ଲାଗି କରିଛି ଭାରତ । ଅର୍ଜୁନ ଲାଲ ଜାଟ ଏବଂ ଅରବିନ୍ଦ ସିଂହ ଲାଇଟୱେଟ ପୁରୁଷ ଡବଲ୍ସ ସ୍କଲ୍ସରେ…

ପଡିବ ହାତଗଣ୍ଠି, ହେବେ ଜୀବନ ସାଥୀ: ବିବାହ ବନ୍ଧନରେ ବାନ୍ଧି ହେବେ ରାଘବ ଓ ପରିଣୀତି

ଉଦୟପୁର: ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ରାଘବ ଚଢା ଓ ପରିଣୀତି ଚୋପ୍ରା । ରାଜସ୍ଥାନର ଉଦୟପୁରରେ ଥିବା ହୋଟେଲ ଲୀଲା ଆଣ୍ଡ ତାଜ ପ୍ୟାଲେସରେ ସେମାନେ ବିବାହ କରିବେ । ଗତକାଲି ଏହି ଦୁଇ ଜଣଙ୍କର ହଳଦୀ-ମେହେନ୍ଦୀ ରଶମ ସଂପୂର୍ଣ୍ଣ ହୋଇଛି । ଏବେ କେବଳ ଅପେକ୍ଷା ସାତ ଫେରା ଓ ହସ୍ତଗଣ୍ଠିକୁ ।…

ଆଜିଠୁ ପୁରୀରୁ ରାଉରକେଲା ଗଡ଼ିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ପପ୍ରେସ

ପୁରୀ/ରାଉରକେଲା: ରାଜ୍ୟରେ ଗଡ଼ିବ୨ୟ ବନ୍ଦେ ଭାରତ । ଆଜିଠୁ ପୁରୀରୁ ରାଉରକେଲା ଯିବ ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାକୁ ଭର୍ଚୁଆଲ ମୋଡରେ ଉଦଘାଟନ କରିବେ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ୮…

ରାଜ୍ୟ ଗ୍ରନ୍ଥାଗାରକୁ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀଙ୍କ ଦ୍ୱାରା ଏକ ହଜାର ବିରଳ ପୁସ୍ତକ ପ୍ରଦାନ

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇପିଏସ୍‌ ଅଧିକାରୀ ତଥା ଜନସେବା କ୍ଷେତ୍ରରେ ସୁଖ୍ୟାତି ଅର୍ଜନ କରିଥିବା ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରାୟ ଏକ ହଜାର ବିରଳ ଓ ଦୁର୍ଲଭ ପ୍ରାଚୀନ ଓଡ଼ିଆ ପୁସ୍ତକ ଓ ପତ୍ର…

ମନରେଗା ଯୋଜନାରେ ବଡ଼ ଦୁର୍ନୀତି: କାର, କୋଠା ଥାଇ ବିଜେଡି ନେତା ଉଠାଇଛନ୍ତି ଲାଭ

ଯାଜପୁର: ଦଶରଥପୁରର ସ୍ଥାନୀୟ ବିଜେଡି ନେତା ପ୍ରଦୀପ କୁମାର ମହାନ୍ତି ଯାଜପୁର ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ମହାନ୍ତିଙ୍କର ନିଜସ୍ୱ ବିଳାସପୂର୍ଣ୍ଣ ଗାଡ଼ି ଓ ଦୁଇ ମହଲା…

ଏତେ ସହଜ ନୁହେଁ… ସାମିଙ୍କ ବୋଲିଂଙ୍କୁ ପ୍ରଶଂସା କଲେ ବ୍ୟାଟର ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପେଶ ବୋଲର ମହମ୍ମଦ ସାମି ଅଷ୍ଟ୍ରେଲିଆ ବିପକ୍ଷରେ ୫ ଓ୍ୱିକେଟ୍ ଅକ୍ତିଆର କରିଥିବାରୁ ତାଙ୍କୁ ପ୍ରଶଂସା କରିଛନ୍ତି ବ୍ୟାଟର ସୂର୍ଯ୍ଯକୁମାର ଯାଦବ। ମୋହାଲିରେ ଶୁକ୍ରବାର ଖେଳାଯାଇଥିବା ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚର ଭାରତ ୫ ଓ୍ୱିକେଟ୍ ହରାଇ ବିଜୟ ହାସଲ…

ଗଣଦୁଷ୍କର୍ମ ପରେ ନାବାଳିକା ପିଇଲା ବିଷ, ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ

ବାଲେଶ୍ୱର: ଜିଲ୍ଲାର ଏକ ହୋଟେଲରେ ପ୍ରେମିକ ସମେତ ତିନି ଜଣ ଯୁବକଙ୍କ ଦ୍ୱାରା ଗଣଦୁଷ୍କର୍ମର ଶିକାର ହେବା ପରେ ଜଣେ ନାବାଳିକା ବିଷ ପିଇ ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ପୀଡ଼ିତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…