ସମାଜ ପ୍ରତି ଆମ ଗୁରୁ ଦାୟିତ୍ୱ ‘କର୍ତ୍ତବ୍ୟବୋଧ ମନୋଭାବ’କୁ ଆପଣାଇବା ନିହାତି ଜରୁରୀ: ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: ଅନୁଷ୍ଠିତ ହୋଇଛି ଆଇଆଇଏମ ସମ୍ବଲପୁରର ନବମ ପ୍ରତିଷ୍ଠା ଦିବସ । ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶିକ୍ଷା ଏବଂ ଦକ୍ଷତା କେବଳ ବ୍ୟକ୍ତିଗତ ଲାଭ ପାଇଁ ନୁହେଁ ବରଂ ଆମ…