ଖିଚିଂ ମନ୍ଦିରରୁ ଚୋରି, ୬ମାସ ମଧ୍ୟରେ ଏହା ଦ୍ଵିତୀୟ ଥର
ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା କିଚେକେଶ୍ୱରୀ । ମା କିଚେକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ । ଗତକାଲି ବିଳମ୍ବିତ ରାତ୍ରରେ ମା କିଚେକେଶ୍ୱରୀଙ୍କ ମୁଖ୍ୟ ଦାନ ହୁଣ୍ଡି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମନ୍ଦିର ସମୁଖରେ ଥିବା ୩ ଟି ହୁଣ୍ଡି କାଟି…