ଧରାବତରଣ କଲେ ପ୍ରଥମପୂଜ୍ୟ ଶ୍ରୀଗଣେଶ, ଜାଣନ୍ତୁ କେଉଁ ଆକୃତିର ମୂର୍ତ୍ତି ପୂଜା କଲେ କେଉଁ ବର ମିଳେ
ଭୁବନେଶ୍ଵର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଅଗ୍ରପୂଜ୍ୟ, ବିଘ୍ନରାଜ ଶ୍ରୀ ବିନାୟକଙ୍କ ପୂଜା । ଏଥିପାଇଁ ପୁରପଲ୍ଲୀ ହୋଇଉଠିଛି ଚଳଚଞ୍ଚଳ । ବଡ ବଡ ତୋରଣ ସାଙ୍ଗକୁ ଆକର୍ଷଣୀୟ ସାଜସଜା ସହ ପୂଜା ପେଣ୍ଡାଲରେ ଚାଲିଛି ଗଜାନନଙ୍କ ହୋମ ଯଜ୍ଞ । ମନ୍ଦିର ଏବଂ ଶିକ୍ଷାନୁଷ୍ଠାନରେରେ ବି ଗଣେଶଙ୍କ…