ଏଲିଶା ପଦ୍ଧତିରେ ମିଳିବ ସ୍କ୍ରବ ଟାଇଫସ୍ ମୃତ୍ୟୁର ସଠିକ୍ ତଥ୍ୟ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ବରଗଡ ଏବଂ ସୁନ୍ଦରଗଡରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୁନ୍ଦରଗଡ ଜିଲ୍ଲାରେ ଆଜି ପୁଣି ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଜିଲ୍ଲାରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଞ୍ଚିଛି ।…