ଆଜି ପବିତ୍ର ବିଶ୍ୱକର୍ମା ପୂଜା, ଚଳ ଚଞ୍ଚଳ ଗାଁରୁ ସହର
ଭୁବନେଶ୍ଵର: ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା । ଶିଳ୍ପ ଓ କାରଖାନା ଜଗତର ମୁଖ୍ୟ ବିନ୍ଧାଣି ତଥା ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ । ପୂରା ଦେଶରେ ବେଶ ଉତ୍ସବର ସହ ପାଳନ ହେଉଛି ବିଶ୍ୱକର୍ମା ପୂଜା । ଆଜିର ଦିନରେ ବିଭିନ୍ନ ଶିଳ୍ପାନୁଷ୍ଠାନ ଓ କଳାକାରଖାନାରେ ଭଗବାନ ବିଶ୍ୱକର୍ମାଙ୍କୁ…