ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ରାଜ୍ୟ ସଂଗ୍ରହାଳୟରେ ତାଲିମ କାର୍ଯ୍ୟକ୍ରମ
ଭୁବନେଶ୍ୱର : ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଏକ ପନ୍ଦରଦିନିଆ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହି ଅବସରରେ ‘ଟିପିକାଲ୍ ସିଲେକସନ୍ସ ଫ୍ରମ୍ ଓଡ଼ିଆ ଲିଟେରେଚର’ର ଭାଗ-୧ ଏବଂ ଭାଗ-୨ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।
ଓଡ଼ିଆ ଭାଷା,…