ଏଣିକି ପ୍ରତି ବର୍ଷ ହେବ ବାଘଗଣନା: ତାଲିମ ନେଉଛନ୍ତି କର୍ମଚାରୀ
ଭୁବନେଶ୍ୱର:ବ୍ୟାଘ୍ର ସଂଖ୍ୟା ଦିନକୁ ଦିନ ହ୍ରାସ ପାଇବା ଏକ ଚିନ୍ତାର କାରଣ ହୋଇଛି । ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତିବର୍ଷ ବ୍ୟାଘ୍ର ଗଣନା କରିବେ । ସେଥିପାଇଁ ଚନ୍ଦକା ଗୋଡ଼ିବାରିରେ ଆରମ୍ଭ ହୋଇଛି ପ୍ରଶିକ୍ଷଣ କାର୍ଯକ୍ରମ ।
ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅକ୍ଟୋବର ୧୦ ତାରିଖ…