‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସାଧାରଣ କାରିଗରମାନେ ହେବେ ଉପକୃତ: ପ୍ରତାପ ଷଡଙ୍ଗୀ
ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ ଶିଳ୍ପକାରମାନେ…