ମାନଚିତ୍ର ଦେଖାଇ ୟୁଏଇର ଉପ-ପ୍ରଧାନମନ୍ତ୍ରୀ କହିଲେ ‘ପାକ ଅଧିକୃତ କାଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ ’
ନୂଆଦିଲ୍ଲୀ:ପାକ ଅଧିକୃତ କାଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ । ଏହା ସ୍ୱୀକାର କରିଛି ପାକିସ୍ତାନର ପୂର୍ବତନ ସହଯୋଗୀ ଦେଶ ସଂଯୁକ୍ତ ଆରବ ଏମିରେଟ୍ସ । ୟୁଏଇର ଉପ-ପ୍ରଧାନମନ୍ତ୍ରୀ ସୈଫ ବିନ୍ ଜାଏଦ ଅଲ ନାହାନ ଭାରତ-ମଧ୍ୟ ପୂର୍ବ-ୟୁରୋପ ଅର୍ଥନୈତିକ କରିଡରର ଏକ ଭିଡିଓ ସେୟାର କରିଛନ୍ତି…