ଆଜି ସୃଷ୍ଟି ହେବ ଲଘୁଚାପ : ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ବର: ଆଜି ସୃଷ୍ଟି ହେବ ଲଘୁଚାପ । କେନ୍ଦୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ, ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ୩ ଦିନ ଅର୍ଥାତ୍ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ…