ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଖୋଲିବ ସି.ଏସ୍.ପି (ପ୍ଲସ୍) ବ୍ୟାଙ୍କିଂ ଆଉଟ୍ଲେଟ୍
ଭୁବନେଶ୍ୱର: ଏଣିକି ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଖୋଲିବ ସି.ଏସ୍.ପି (ପ୍ଲସ୍) ବ୍ୟାଙ୍କିଂ ଆଉଟ୍ଲେଟ୍। ୬ଟି ପବ୍ଲିକ୍ ସେକଫର ବ୍ୟାଙ୍କ ସରକାରଙ୍କ ସହ ଭାଗୀଦାରିରେ ବ୍ୟାଙ୍କ ନଥିବା ଗ୍ରାମପଞ୍ଚାୟତ ଗୁଡ଼ିକରେ ବ୍ୟାଙ୍କ ସେବା ଉପଲବ୍ଧ କରାଇବେ। ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ଭାରତୀୟ ରିଜର୍ଭ…