ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସର୍ଟ ପିନ୍ଧି ଚର୍ଚ୍ଚାରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି: ବର୍ଷିଲେ ସାଂସଦ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସର୍ଟ ପିନ୍ଧି ଏବେ ଚର୍ଚ୍ଚାରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି । ଗତକାଲି ବାରିପଦାରେ ଚାଲିଥିଲା ଆଦିରନ ମାରାଥନ । ଏହି କାର୍ଯ୍ୟକ୍ରମରେ ଉଭୟେ ପିନ୍ଧିଥିଲେ ଟି-ସର୍ଟ । ଉଭୟଙ୍କ ଟି-ସର୍ଟରେ ଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ।…