Latest Odisha News

BREAKING NEWS

ଆଜିଠୁ ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ: ୪ଟି ପର୍ଯ୍ୟାୟରେ ୮୦୦ କର୍ମୀଙ୍କୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ । ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ସୁପ୍ରିମୋ ନବୀନ ପଟ୍ଟନାୟକ କର୍ମୀମାନଙ୍କୁ ପ୍ରଶିକ୍ଷଣ ପାଇଁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ଦଳ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି । ଶଙ୍ଖ ଭବନରେ ଏହି ତାଲିମ…

ଥମୁନି ହାତୀ ଆତଙ୍କ: ହାତୀ ଆକ୍ରମଣରେ ଦୁଇ ବନ କର୍ମଚାରୀ ଗୁରୁତର

ବାରିପଦା: ଥମୁନି ହାତୀ ଆତଙ୍କ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି ତ ଆଉ କେତେବେଳେ ହାତୀ ମୃତ୍ୟୁବରଣ କରୁଛି  । ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାରିପଦା ବନଖଣ୍ଡ ଅଧିନରେ ଥିବା ବେତନଟୀ ରେଞ୍ଜରେ  । ହାତୀ ଘଉଡାଇବା ବେଳେ ହାତୀ ହାବୁଡରେ ପଡିଛନ୍ତି ଫରେଷ୍ଟର ଓ ଜଣେ…

ଦୂର ହେବ ଶିକ୍ଷକ ଅଭାବ : ନିଯୁକ୍ତ ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ କରିବେ ଆଶାୟୀ

ଭୁବନେଶ୍ୱର: ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି  ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ…

କବିତା : ଜୀବନ ଯନ୍ତ୍ରଣା

ସାଧନା ପଣ୍ଡା  ରାତ୍ରିର ଜରାୟୁ ରେ ସକାଳ ର ଭ୍ରୁଣ କ୍ରମଶଃ ଉଦଗତ ନେବ ଜନ୍ମ ନବ ରୂପ ଅନିର୍ଦ୍ଦିଷ୍ଟ ଗନ୍ତବ୍ୟ ବଢାଏ ପାଦ କ୍ରମାଗତ ପୃଥିବୀ ତ ବୁଲେନା ଆହ୍ନିକ ଗତିରେ, ସବୁ କିଛି ସ୍ତବ୍ଧ ହୁଏ ପବନ ବି ପଣିକିଆ ଭୁଲେ, ବିଚଳିତ ନିଜ ଅବସ୍ଥିତିରେ….! ନଦୀ ସିନା ବଢଇ ଆଗକୁ…

କେନ୍ଦ୍ରାପଡାରେ ଆତଙ୍କ: ମାଛ ଜାଲରେ ପଡିଲା କୁମ୍ଭୀର, ବନ ବିଭାଗକୁ ହସ୍ତାନ୍ତର କଲେ ମତ୍ସ୍ୟଜୀବୀ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ଥମୁନି କୁମ୍ଭୀର ଆତଙ୍କ  । ଗତ କିଛି ଦିନ ହେବ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁମ୍ଭୀର ଆତଙ୍କ ଦେଖିବାକୁ ମିଳୁଛି  । କୁମ୍ଭୀର ଆକ୍ରମଣରେ ବହୁ ଜୀବନ ହାନି ମଧ୍ୟ ଘଟୁଥିବା ଦୃଶ୍ୟ ସାମ୍ନାକୁ ଆସୁଛି  ।     ଆଜି କିନ୍ତୁ କିଛି ଭିନ୍ନ ଘଟଣା ଦେଖିବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ…

ରାଜ୍ୟ ସରକାରଙ୍କ ପାଇକ ଏକାଡେମୀ ପ୍ରତିଷ୍ଠା ନିଷ୍ପତ୍ତି ଉଦ୍ଦେଶ୍ୟକୁ ନେଇ ତେଜିଲା ରାଜନୈତିକ ବୟାନବାଜି

ଭୁବନେଶ୍ୱର: ନିକଟରେ ଓଡ଼ିଶା ସରକାର ଖୋର୍ଦ୍ଧାରେ ପାଇକ ଏକାଡେମୀ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦେବା ପରେ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। କେନ୍ଦ୍ର ସରକାର ମଧ୍ୟ ସେହି ଜିଲ୍ଲାରେ ପାଇକ ସ୍ମାରକୀ ପ୍ରତିଷ୍ଠା କରିବାକୁ ଯୋଜନା କରୁଥିବା ବେଳେ ଏଭଳି ପଦକ୍ଷେପ ନିଆଯାଇଛି। ୨୦୨୪…

ବାଲ୍ୟ ବିବାହରେ ସଂପୃକ୍ତି ଥିବା ୩ ହଜାର ବ୍ୟକ୍ତି ୧୦ ଦିନ ମଧ୍ୟରେ ଗିରଫ ହେବେ: ଆସାମ ମୁଖ୍ୟମନ୍ତ୍ରୀ

ଗୌହାଟି: ବାଲ୍ୟ ବିବାହରେ ସମ୍ପୃକ୍ତି ଅଭିଯୋଗରେ ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟରେ ୩ ହଜାର ଲୋକଙ୍କୁ ଗିରଫ କରାଯିବ ବୋଲି ରବିବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର ଚେତାବନୀ ଦେଇଛନ୍ତି। ବିଜେପି ମହିଳା ମୋର୍ଚ୍ଚାର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ଯକାରିଣୀ ବୈଠକର…

ଅଚଳ ହୋଇଗଲା ଲିଫ୍ଚ, ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ଥାନେ: ମହାରାଷ୍ଟ୍ରର ଥାନେରେ ରବିବାର ଏକ ନିର୍ମାଣାଧୀନ କୋଠାର ଲିଫ୍ଟ ଭୁଶୁଡ଼ି ପଡ଼ିବା ଫଳରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଛାତ ଉପରେ କାମ ଶେଷ କରି ୪୦ ମହଲାରୁ ଶ୍ରମିକମାନେ ଓହ୍ଲାଇବା ସମୟରେ ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ବେଳେ ଏହି…

ଜି-୨୦ ଭୋଜିରେ ବିରୋଧୀ ଦଳର ପ୍ରମୁଖ ନେତା, ଅଧୀର କହିଲେ ଏହା ଦିଦିଙ୍କ ଆଭିମୁଖ୍ୟକୁ ଦୁର୍ବଳ କରିବ

ନୂଆଦିଲ୍ଲୀ: ବିରୋଧୀ ଇଣ୍ଡିଆ ମେଂଟର ତୃତୀୟ ବୈଠକର କେଇ ଦିନ ପରେ ଆୟୋଜିତ ହୋଇଥିବା ଜି-୨୦ ବୈଠକରେ ବିରୋଧୀ ଦଳର ନେତାଙ୍କ ଆଭିମୁଖ୍ୟ ପୁଣିଥରେ ଏକ ଭିନ୍ନ ବାର୍ତ୍ତା ଦେଇଛି। କିଛି ଦଳର ନେତା ତଥା ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେଇଥିବା ବେଳେ ଆଉ କିଛି ଦିଳର ମୁଖ୍ୟମନ୍ତ୍ରୀ ବୟକଟ…