Latest Odisha News

BREAKING NEWS

କାପଡାଗୁନ୍ଦା ଚିତ୍ରକଳାରେ ଝଟକୁଛି ନିୟମଗିରିର ବିରଳ ଜନଜାତିଙ୍କ ଗାଁ କୁର୍ଲି

ରାୟଗଡ଼ା: ଜିଆଇ ଟ୍ୟାଗ୍ ମାନ୍ୟତା ଦୌଡରେ ଡଙ୍ଗରିଆ ଜନଜାତିଙ୍କ ବାନ୍ଧକଳା କପଡାଗୁନ୍ଦା। ନିୟମଗିରିର ବିରଳ ଜନଜାତିଙ୍କ ପ୍ରଥା ଆଉ ପରମ୍ପରାରେ ଜଡିତ କାପଡାଗୁନ୍ଦା ଚିତ୍ରକଳା ଡଙ୍ଗରିଆଙ୍କ ଘର କାନ୍ଥରେ ସ୍ଥାନ ପାଇଛି। ବିଷମ କଟକ ବ୍ଲକ ଅଧୀନରେ ଥିବା ନିୟମଗିରିର କୁର୍ଲୀ ପଞ୍ଚାୟତର ୭ଟି ଗାଁର…

ଦିନିକିଆ କ୍ୟାରିୟରରେ ୫୦ତମ ଅର୍ଦ୍ଧଶତକ ପୂରଣ କଲେ ରୋହିତ

କଲମ୍ବୋ: ଭାରତୀୟ କ୍ରିକେଟ ଟିମର ଅଧିନାୟକ ରୋହିତ ଶର୍ମା ଦିନିକିଆରେ ୫୦ତମ ଅର୍ଦ୍ଧଶତକ ହାସଲ କରିଛନ୍ତି । ପାକିସ୍ତାନ ବିପକ୍ଷ ଏସିଆ କପ ସୁପର ଫୋର ମୁକାବିଲାରେ ସ୍ୱେଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଭାରତର ୮ମ ବ୍ୟାଟ୍ସମ୍ୟାନ ଭାବେ ସେ ଏହି ସଫଳତା ହାସଲ କରିଛନ୍ତି । ସେ ୪୯ ବଲରେ ୫୬…

ଦୁର୍ଗା ପୂଜା ଲାଗି ଶାନ୍ତି କମିଟି ବୈଠକ: ଚଳିତବର୍ଷର ଭସାଣିକୁ ନିଶା ମୁକ୍ତ ଓ ଡିଜେ ମୁକ୍ତ କରିବାକୁ ନିଷ୍ପତ୍ତି

କଟକ: ଦୁର୍ଗା ପୂଜା ଲାଗି କଟକ ମହାନଗର ନିଗମର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦୁର୍ଗା ପୂଜାକୁ କେଉଁ ଭଳି ଭାବରେ ଶାନ୍ତି ଶୃଙ୍ଖଳା ସହିତ କରାଯିବ, ସେ ବିଷୟରେ ପୂଜା କମିଟି ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବ ବିଷୟରେ ଆଲୋଚନା କରାଯାଇଛି। ତେବେ ଚଳିତବର୍ଷର…

ଜି-୨୦ ରାତ୍ରୀ ଭୋଜନରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ଉପରେ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଆୟୋଜିତ…

ଜି-୨୦ର ଅଧ୍ୟକ୍ଷ ଭାବରେ ଭାରତ ‘ଗ୍ଲୋବାଲ ସାଉଥ’ର ସ୍ଥିତିକୁ ମଜବୁତ କରିଛି: ଭାରତକୁ ଋଷିଆର ପ୍ରଶଂସା

ନୂଆଦିଲ୍ଲୀ: ଭାରତରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀ ଇତିମଧ୍ୟରେ ଶେଷ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିସାରିଛନ୍ତି। ଏଥିସହିତ ନଭେମ୍ବର ଶେଷ ଆଡ଼କୁ ଜି-୨୦ ଏକ ଭର୍ଚ୍ଚୁଆଲ ଅଧିବେଶନ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ବି ଦେଇଛନ୍ତି। ଏହି ଜି-୨୦ ର ସଂଯୁକ୍ତ…

ଅଚିହ୍ନା ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଦିନ ଦ୍ଵିପହରେ ଯୁବତୀଙ୍କୁ ଛୁରାମାଡ଼

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱୀପହରରେ ପାର୍ଲର ଭିତରେ ପଶି ବିବାହିତା ମହିଳାଙ୍କୁ ଛୁରା ମାଡ଼। ଆହତ ମହିଳା ଜଣଙ୍କ ହେଇଛନ୍ତି ତେଲେଙ୍ଗା ବଜାର ଅଞ୍ଚଳରେ ସୁଚିତ୍ରା ଖଟୁଆ । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ । ତେବେ…

ପାକିସ୍ତାନୀ କହୁଛନ୍ତି ଯେ ଭାରତର ବିଭାଜନ ଏକ ବଡ ଭୁଲ୍ ଥିଲା

ନୂଆଦିଲ୍ଲୀ: ବର୍ତ୍ତମାନ ଦିଲ୍ଲୀରେ ସାରା ବିଶ୍ୱର ବିଶିଷ୍ଟ ନେତାମାନଙ୍କର ମେଳା ଲାଗିଛି । ଜି-୨୦ ଶିଖର ସମ୍ମିଳନୀ ପାଇଁ ବିଭିନ୍ନ ଦେଶର ବଡ ନେତାମାନେ ଭାରତ ଆସିଛନ୍ତି। ଅନ୍ୟପକ୍ଷରେ, ଭାରତରେ ଜି -୨୦ର ବିଶାଳ ଆୟୋଜନକୁ ନେଇ ପାକିସ୍ତାନର ଲୋକମାନେ ଆଶ୍ଚର୍ଯ୍ୟ ଚକିତ ହୋଇଯାଇଛନ୍ତି ।…

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି। ଏଭଳି ସ୍ଥିତିରେ…

ଆ’ ଜହ୍ନରେ ଲେଖିବା ନାଁ: ଜହ୍ନ ରାଇଜରେ ଜାଗା କିଣି ପତ୍ନୀଙ୍କୁ ଉପହାର ଦେଲେ ପଶ୍ଚିମବଙ୍ଗର ଯୁବକ

"ଜହ୍ନ ରାଇଜରେ ଜାଗାଟେ କିଣିଛି...ତାରା ଫୁଲରେ ଘରଟେ କରିଛି ।" ସୁପରହିଟ୍ ଆଲବମର ଏହି ଗୀତ ଏବେ ବାସ୍ତବରେ ରୂପାନ୍ତରିତ ହୋଇଛି । ବିଜ୍ଞାନର ଅଗ୍ରଗତି, ବୈଜ୍ଞାନିକମାନଙ୍କ ନିରବଚ୍ଛିନ୍ନ ପ୍ରୟାସ ଓ ଆଧୁନିକ ଜ୍ଞାନ କୌଶଳ ବଳରେ ଆଜି ମଣିଷ ଚନ୍ଦ୍ରପୃଷ୍ଠରେ କେବଳ ପହଞ୍ଚି ନାହିଁ ସେଠାରେ ଜମି…

ଏମପିରେ ବିଜେପିକୁ କଂଗ୍ରେସ ଭରସା ! ଦଳୀୟ ବ୍ୟାନରରେ କଂଗ୍ରେସ ନେତାଙ୍କ ଫଟୋ

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଜେପି କଂଗ୍ରେସ ଲଢେଇ ଚରମ ସୀମାରେ ପହଂଚିଛି। ଉଭୟ ଦଳ ବିଭିନ୍ନ ମାଧ୍ୟମରେ ଲୋକଙ୍କ ସମର୍ଥନ ଯୋଗାଡ଼ କରିବାରେ ଲାଗି ପଡିଛନ୍ତି। ବିଜେପି ପକ୍ଷରୁ ଜନ ଆଶୀର୍ବାଦ ଯାତ୍ରା ଚାଲିଥିବା ବେଳେ କଂଗ୍ରେସ ମଧ୍ୟ ଜନ ଆକ୍ରୋଶ ଯାତ୍ରା ଆରମ୍ଭ…