କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ
ଅମରାବତୀ: କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶର ଦକ୍ଷତା ବିକାଶ ନିଗମ ଦୁର୍ନିତି ମାମଲାରେ ଗତକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଥିଲା ସିଆଇଡି । ଗିରଫର ୨୪ଘଣ୍ଟା ମଧ୍ୟରେ କଡା ସୁରକ୍ଷା…