ଅରୁଣ ଓ ଅତନୁଙ୍କୁ ସୌମ୍ୟ କାହିଁକି କହିଲେ ବ୍ଲାକମେଲିଂ ଶବ୍ଦର ପ୍ରକୃତ ଅର୍ଥ ଜାଣିନାହାନ୍ତି?
ଭୁବନେଶ୍ୱର: ଶାସକ ଦଳ ବିଜେଡିର ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ ଦଳକୁ ବ୍ଲାକମେଲିଂ କରୁଛନ୍ତି। ଜଣେ ବିଧାୟକଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ ଓ ଏବେର ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ। ଯାହାର ଜବାବ ଦେବାକୁ ଯାଇ ସୌମ୍ୟ କହିଛନ୍ତି, ତାଙ୍କ…