ଭାରତର ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ଆବୁ କାସିମ୍ ପାକିସ୍ତାନରେ ନହିତ
ଇସଲାମାବାଦ: ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଆବୁ କାସିମଙ୍କୁ ପାକିସ୍ତାନରେ ହତ୍ୟା। କୁଖ୍ୟାତ ଭାରତ ବିରୋଧୀ ଆତଙ୍କବାଦୀଙ୍କୁ ପାକିସ୍ତାନରେ ଗୋଟିଏ ପରେ ଗୋଟିଏ ହତ୍ୟା କରାଯାଉଛି। ଏହି ଆତଙ୍କବାଦୀଙ୍କୁ ଅଜ୍ଞାତ ବନ୍ଧୁକଧାରୀମାନେ ହତ୍ୟା କରୁଛନ୍ତି, ଯାହାକୁ ପାକିସ୍ତାନୀ ପୋଲିସ…