ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା, କିଏ କେତେ ପାଇବେ ଜାଣନ୍ତୁ !
କୋଲକାତା: ପଶ୍ଚିମବଙ୍ଗର ବିଧାୟକମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାୟକଙ୍କ ଦରମା ନେଇ ଏକ ବଡ଼ ଉପହାର ଦେଇଛନ୍ତି। ରାଜ୍ୟସଭାର ମୌସୁମୀ ଅଧିବେଶନର ଶେଷ ଦିନରେ ମୁଖ୍ୟମନ୍ତ୍ରୀ ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇବା ନେଇ ଘୋଷଣା କରିଛନ୍ତି। ମନ୍ତ୍ରୀ ଓ…