୨ ହଜାର ଦୀପରେ ବାଲୁକାକଳା, ଜୋ ବାଇଡେନଙ୍କ ଗସ୍ତକୁ ସ୍ୱାଗତ କଲେ ବାଲୁକାଶିଳ୍ପୀ ସୁଦର୍ଶନ
ପୁରୀ: ରାଜଧାନୀ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଲାଗି ଆଉ ମାତ୍ର ୨ ଦିନ। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମ୍ମିଳନୀରେ ଯୋଗ ଦେବେ ଦେଶ ବିଦେଶର ବଡ ବଡ ହସ୍ତୀ। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଆମେରିକା…