ରେଭେନ୍ସା ବିଶ୍ବବିଦ୍ୟାଳୟର ଦ୍ବିତୀୟ କ୍ୟାମ୍ପସରେ ଆବଶ୍ୟକ ସୁବିଧା ନଥିବା ଦର୍ଶାଇ ଛାତ୍ରଛାତ୍ରୀଙ୍କ ପ୍ରତିବାଦ
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମୌଳିକ ସୁବିଧା ନଥିବା ଅଭିଯୋଗ କରି ସୋମବାର ଦ୍ୱିତୀୟ କ୍ୟାମ୍ପସର ପ୍ରଶାସନିକ ବ୍ଲକରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବା…