ଜାତୀୟ ପୋଷଣ ସପ୍ତାହ, ଥାଳିରେ ରଖନ୍ତୁ ପୋଷଣଯୁକ୍ତ ଖାଦ୍ୟ
ଭୁବନେଶ୍ଵର: ସ୍ୱାସ୍ଥ୍ୟକର ଖାଦ୍ୟ, ସୁସ୍ଥ ଶରୀର। ଆମେ ଦୈନନ୍ଦିନ ଜୀବନରେ କ’ଣ ଖାଉଛେ, ତାହାର ସିଧାସଳଖ ପ୍ରଭାବ ଆମ ଶରୀର ଉପରେ ପଡ଼ିଥାଏ। ସୁସ୍ଥ ଓ ପୁଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ବିଭିନ୍ନ ରୋଗ ହେବାର ଆଶଙ୍କାକୁ ଦୂରେଇ ପାରିବା। ସୁସ୍ଥ ଖାଦ୍ୟ ମସ୍ତିଷ୍କଠାରୁ ଆରମ୍ଭ କରି ଶାରୀରିକ…