୨୪ ଘଣ୍ଟା ମଧ୍ୟରେ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର:ଉତ୍ତର ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଆସନ୍ତା ୨ ଦିନ ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା…