ତାମିଲନାଡୁରେ ବୀଭତ୍ସ ହତ୍ୟାକାଣ୍ଡ: ଗୋଟିଏ ପରିବାରର ଚାରି ଜଣଙ୍କୁ ହତ୍ୟା କଲେ ନିଶାସକ୍ତ ଯୁବକ
ଚେନ୍ନାଇ: ନିଶାସକ୍ତ ଯୁବକଙ୍କ ଉନ୍ମତକାଣ୍ଡ । ମଦ୍ୟପାନ କରିବାକୁ ମନା କରିବାରୁ ଗୋଟିଏ ପରିବାରର 4ଜଣଙ୍କୁ କଲେ ହତ୍ୟା । ଏଭଳି ହତ୍ୟାକାଣ୍ଡ ଘଟିଛି ତାମିଲନାଡୁର ତିରିପୁରରେ । ୪ ମୃତକ ହେଉଛନ୍ତି ସେଣ୍ଟିଲ କୁମାର, ମୋହନ କୁମାର, ପୁଷ୍ପାବତୀ ଓ ରାଥିନାମ୍ବଲ । ସମସ୍ତ ମୃତକ ଗୋଟିଏ ପରିବାରର…