ରାଜ୍ୟ କାର୍ଯ୍ୟାଳୟରେ ‘କୋର କମିଟି’ ବୈଠକ, ଆଗାମୀ ନିର୍ବାଚନ ପାଇଁ ବିଜେପିର ରୋଡମ୍ୟାପ
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ୨୦୨୪ ନିର୍ବାଚନ ରଣନୀତି ସଂପର୍କରେ ଏହି ବୈଠକରେ ଆଲୋଚନା ହୋଇଥିଲା। ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ରୋଡମ୍ୟାପ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯ବର୍ଷର…