ଏସିଆ କପ କ୍ରିକେଟ : ଭାରତ-ନେପାଳ ମ୍ୟାଚରେ ମଧ୍ୟ ବର୍ଷା ସମ୍ଭାବନା
କାଣ୍ଡି: ଚଳିତ ଏସିଆ କପ କ୍ରିକେଟରେ ଭାରତ-ପାକିସ୍ତାନ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇ ଯାଇଥିଲା । ଏବେ ଟିମ ଇଣ୍ଡିଆର ଦ୍ୱିତୀୟ ମ୍ୟାଚରେ ମଧ୍ୟ ବର୍ଷା ସମ୍ଭାବାନ ରହିଛି । ସୋମବାର ନେପାଳ ବିପକ୍ଷ ମୁକାବିଲାରେ ୯୦ ପ୍ରତିଶତ ପାଖାପାଖି ବର୍ଷା ସମ୍ଭାବନା ରହିଛି । ଯଦି ଏହି ମ୍ୟାଚ ବାତିଲ…