‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ
ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ନାଁ ନେଇ ବିଜେପି ସିଧାସଳଖ…