ରାଜରାସ୍ତାରେ ଅଳିଆ ପକାଇ ରାସ୍ତାରୋକ କଲେ ହକି ଖେଳାଳି
ଢେଙ୍କାନାଳ: ସ୍ୱାୟତ୍ତ ଶାସନ ଦିବସ ଅବସରରେ ଢେଙ୍କାନାଳର ମିନିଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିଲା ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ l କାର୍ଯ୍ୟକ୍ରମ ସାରିବା ପରେ ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଆରମ୍ଭ ହୋଇଥିଲା ନାଚ ଗୀତ ସହ ମଦ ପିଆ l ମାଳ ମାଳ ଅଳିଆ ଓ ମଦ ବୋତଲ ପକାଇ ଷ୍ଟାଡିୟମ…