ସାମ୍ନାକୁ ଆସିଲା ‘ଟାଇଗର-୩’ର ପ୍ରଥମ ପୋଷ୍ଟର, ଦିପାବଳୀରେ ହେବ ରିଲିଜ୍
ନୂଆଦିଲ୍ଲୀ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଟାଇଗର ୩’ର ପ୍ରଥମ ପୋଷ୍ଟର ରିଲିଜ ହୋଇଛି । ଏଥିସହିତ ଫିଲ୍ମ ରିଲିଜର ତାରିଖ ମଧ୍ୟ ଘୋଷଣା ହୋଇଛି । ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଆଗାମୀ ଚଳଚ୍ଚିତ୍ର ଟାଇଗର ୩ ଚଳିତ ବର୍ଷ ଦିପାବଳୀରେ ପ୍ରେକ୍ଷାଳୟକୁ…