ଶବ ସତ୍କାର କରିବାକୁ ଯାଇ ଶ୍ମଶାନରେ ନିଜେ ପାଲଟି ଗଲେ ଶବ
ନବରଙ୍ଗପୁର: ମୃତ୍ୟୁ ଯେ କାହା ଭାଗ୍ୟରେ କେତେବେଳେ ଆସେ ତାହା କହିବା ମୁସ୍କିଲ । ଶ୍ମଶାନକୁ ଯାଇଥିଲେ ଶବ ସତ୍କାର ପାଇଁ କିନ୍ତୁ ନିଜେ ପାଲଟିଗଲେ ଶବ । ଏକଥା ଶୁଣିଲେ ଆପଣଙ୍କୁ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ ଏହା ହିଁ ସତ୍ୟ । ଶବ ସତ୍କାର କରିବାକୁ ଯାଇଥିବା ସମୟରେ ଜଣେ ବ୍ୟକ୍ତି…