ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ : ୩ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷିବ !
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି…