ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୨ ରୁ ଫେରିପାରେ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର…