ମୋରେନାରେ ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ୍ ଲିକ୍ : ୫ ମୃତ, ଏକାଧିକ ଆହତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୋରେନା ସ୍ଥିତ ଏକ ଖାଦ୍ୟ ପ୍ରସ୍ତୁତ କାରଖାନାରେ ଅଘଟଣ । ବିଷାକ୍ତ ଗ୍ୟାସ ଲିକ କାରଣରୁ ଅଣନିଶ୍ୱାସୀ ହୋଇ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପାଇଁ ଫ୍ୟାକ୍ଟ୍ରି ମାଲିକଙ୍କୁ ଦାୟୀ କରି କମ୍ପାନୀ ନିକଟରେ…