କିଏ କୀଡନି ତ କିଏ ଦେଲା ଲିଭର: ରକ୍ଷା ବନ୍ଧନରେ ଭଉଣୀ ଦେଲେ ଭାଇକୁ ‘ଜୀବନ’ ଉପହାର
ନୂଆଦିଲ୍ଲୀ: ଭାଇ ପରି କେହି ନାହିଁ । ରାଗୁଥିବ, ମାରୁଥିବ..ହେଲେ ଛାଇ ପରି ଜଗିଥିବ । ଏମିତି ଭାଇ-ଭଉଣୀଙ୍କ ସମ୍ପର୍କ । ଏ ସମ୍ପର୍କ ଦେବାନେବାର ନୁହେଁ । ଏ ସମ୍ପର୍କ ଭାବର…ଭଲ ପାଇବାର । ଏ ସମ୍ପର୍କ ଆବେଗର..ଆଶ୍ୱାସନାର । ଆଜି ପବିତ୍ର ରକ୍ଷା ବନ୍ଧନ । ଭାଇ ହାତରେ ରାଖି ବାନ୍ଧିବ ଭଉଣୀ ।…