ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଜଗା-ବଳିଆଙ୍କୁ ପାଟ ରାକ୍ଷୀ ବାନ୍ଧିବେ ଗେହ୍ଲି ଭଉଣୀ ସୁଭଦ୍ରା
ପୁରୀ: ଆସନ୍ତାକାଲି ସ୍ନେହ ଓ ବନ୍ଧନର ପର୍ବ ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜୀବନ ସାରା ନିଜର ସୁରକ୍ଷା ପାଇଁ ଭାଇ ହାତରେ ଭଉଣୀ ବାନ୍ଧିବ ସେହ୍ନର ଡ଼ୋରି । ସେପଟେ ରାକ୍ଷୀ ବାନ୍ଧି ଜୀବନସାରା ଭଉଣୀକୁ ସୁରକ୍ଷାର ପ୍ରତିଶ୍ରୃତି ଦେବ ଭାଇ । ଏନେଇ ସବୁଆଡ଼େ ଚାଲିଛି ଜୋରଦାର ପ୍ରସ୍ତୁତି।…