ଆଇଜ୍ବାଲ ଚିଡ଼ିଆଖାନାରୁ ନନ୍ଦନକାନନ ଆସିବେ ନୂଆ ଅତିଥି
ବାରଙ୍ଗ: ନନ୍ଦନକାନନରୁ ଆସିଲା ଆଉ ଏକ ଖୁସି ଖବର । ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି । ହୁଲକ୍ ଗିବନ୍ ଓ ପିଗ ଟେଲ ମକ୍କା ସହ ହିମାଳୟାନ ବିୟର ନନ୍ଦନକାନନ ଆସିବା ନେଇ ସୂଚନା ମିଳିଛି । ଏଥିପାଇଁ ମିଜୋରାମ ଅଭିମୁଖେ ବାହାରିଛନ୍ତି ୬ ଜଣିଆ ଟିମ୍ ।
ସୂଚନା ଅନୁଯାୟୀ, ଭୁବନେଶ୍ବର…