ସୌମ୍ୟଙ୍କୁ ଅନୁଭବ ପଟ୍ଟନାୟକଙ୍କ ଚ୍ୟାଲେଞ୍ଜ: କହିଲେ, ୧୨ ଘଣ୍ଟା ମଧ୍ୟରେ ପ୍ରମାଣ ଦେଲେ ଛାଡିଦେବି ରାଜନୀତି
ଭୁବନେଶ୍ୱର: ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ସମ୍ପାଦକୀୟକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। କିଛିଦିନର ବ୍ୟବଧାନ ପରେ ପୁଣି ଥରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ତଥା ସମ୍ବାଦ ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟର ପ୍ରମୁଖ ଗଣମାଧ୍ୟମଠାରୁ ଆରମ୍ଭ କରି…