ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା, ବଜ୍ରପାତ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଦ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।…