ଭାରତୀୟ କୁସ୍ତି ସଂଘ ସଦସ୍ୟତା ରଦ୍ଦ
ନୂଆଦିଲ୍ଲୀ:ଭାରତର କ୍ରୀଡାପ୍ରେମୀଙ୍କୁ ଗୁରୁବାର ଶକ୍ତ ଧକ୍କା ଲାଗିଛି । ବିଶ୍ୱ କୁସ୍ତି ସଂଘ ଭାରତୀୟ କୁସ୍ତି ସଂଘର ସଦସ୍ୟତା ରଦ୍ଦ କରି ଦେଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ କୁସ୍ତି ସଂଘ ନିର୍ବାଚନ ନ ହେବାରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାରତୀୟ କୁସ୍ତି ସଂଘର ପୂର୍ବ…