‘ଆମ ବସ୍ଷ୍ଟାଣ୍ଡ ଯୋଜନା’ରେ ୨୧ଟି ନୂଆ ବସ୍ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସ୍ଷ୍ଟାଣ୍ଟ ଉଦ୍ଘାଟନ କରିଛନ୍ତି। ଏହାସହିତ ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍ସ୍ତରୀୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ରଖିଛନ୍ତି। ଏହାକୁ ପରିବହନ କ୍ଷେତ୍ରରେ ଏକ ନୂଆ…