Latest Odisha News

BREAKING NEWS

ଆସୁଛି ରାକ୍ଷୀ ପୂର୍ଣ୍ଣିମା : ବଜାରରେ ବଢୁଛି ରୁଦ୍ରାକ୍ଷ ରାକ୍ଷୀର ଚାହିଦା

ଭୁବନେଶ୍ବର: ଆସୁଛି ରାକ୍ଷୀ ପୂର୍ଣ୍ଣିମା  । ସ୍ନେହର ଡୋରିରେ ଭାଈର ହାତରେ ରାକ୍ଷୀ ବାନ୍ଧିବ ଉଭଣୀ । ଖଣ୍ଡିଏ ରେଶମୀ ଡୋର ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ମୂକସାକ୍ଷୀ ରହିବ। ଆସନ୍ତା ୩୦ ତାରିଖରେ ପାଳିତ ହେବାକୁ ଯାଉଛି  ରାକ୍ଷୀ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଲାଣି ହାଟ,…

ସାମ୍ବାଦିକଙ୍କୁ ହତ୍ୟା ପାଇଁ ଷଡଯନ୍ତ୍ର ଘଟଣା: ବଢିଲା ମହିଳା ଜେଲରଙ୍କ ଅଡୁଆ, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ହତ୍ୟା ପାଇଁ କଣ୍ଟାବାଞ୍ଜି ଜେଲରଙ୍କ ଷଡଯନ୍ତ୍ର ଘଟଣା ।  ତଦନ୍ତ ପାଇଁ ଜେଲରେ ପହଞ୍ଚିଛନ୍ତି ଜେଲ୍ ଡିଆଇଜି । ଜେଲ ଡିଆଇଜି କୁଳମଣି ବେହେରା ଓ ଅନ୍ୟ ଅଧିକାରୀ ଜେଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସେପଟେ ଥାନାରେ ମାମଲା ରୁଜୁ ପରେ ୱେବ ସାମ୍ବାଦିକ…

୧୨ ଦଫା ଦାବିରେ ୧୨ଘଣ୍ଟିଆ ଭୁବନ ବନ୍ଦ, ଗାଡି ଚଳଚଳ ଠପ୍

କାମାକ୍ଷାନଗର: ୧୨ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ଭୁବନ ବନ୍ଦ ପାଳନ କରାଯାଉଛି  । କାମାକ୍ଷାନଗର ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏଁ ଏହି ବନ୍ଦ ପାଳନ କରାଯିବ  ।  ପାନୀୟ ଜଳ , ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଦାବିରେ ବନ୍ଦ ପାଳନ…

ବୁଢାପଡା ସ୍କୁଲ ଛାତ୍ର ମୃତ୍ୟୁ ଘଟଣାରେ ଆକ୍ସନ: ୪ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଲମ୍ବିତ

ନୂଆପଡା ଜିଲ୍ଲା ବୋଡେନ ବ୍ଲକ ବୁଢାପଡା ସ୍କୁଲରେ ଛାତ୍ର ମୃତ୍ୟୁ ଘଟଣାରେ ଆକ୍ସନ  ।  ଦୁଇ ଜଣ ଶିକ୍ଷକ ଓ ଦୁଇ ଜଣ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି  । ଏହି ୪ ଜଣଙ୍କୁ ନିଲମ୍ବନ କରିଛନ୍ତି ବ୍ଲକ ଶିକ୍ଷା ଅଧିକାରୀ । ଗତକାଲି ସ୍କୁଲ ପାଖ ଏକ ନାଳରେ ବୁଡି ଜଣେ ତୃତୀୟ ଶ୍ରେଣୀ ଛାତ୍ରର…

କବିତା : ଫେରିଆସିବୁ ଯଦି ଆ

ରତ୍ନମୟ ତ୍ରିପାଠୀ  ଫେରି ଆସିବୁ ଯଦି ଆ ଖୋଲା ରଖିଛି ଦୁଆର ପ୍ରେମିଳ ହୃଦୟ ଆଉ ବିସ୍ତିଣ୍ଣ ଆଶାର ଆକାଶ ସବୁକିଛି ଏବେ ତୋର ଦେଲି ତୋତେ ମୋର.. ପ୍ରିୟ ଫୁଲର ଅଗଣା ଏବେ ତୁ ଯାହା ଚାହୁଁ କର ଫୁଟା ତୁ ଗୋଲାପର ଫୁଲ ଅବା ଲଗା କୃଷ୍ଣଚୂଡ଼ା ଲଗାପଛେ କଣ୍ଟାର ବାଡ଼ ପ୍ରତିଶୃତି ଦେଲି…

ପୁରୀ ମେଡିକାଲ କଲେଜ ରାଗିଂ ଘଟଣା : ତୁରନ୍ତ ତଦନ୍ତ ସାରି କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ଏସପି

ପୁରୀ : ପୁରୀ ମେଡିକାଲ କଲେଜ ରାଗିଂ ଘଟଣାକୁ ନେଇ ବଢିଛି ଚର୍ଚ୍ଚା । ତେବେ ରାଗିଂ ମାମଲା ସାମ୍ନାକୁ ଆସିବା ପରେ ୩ ଜଣ ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଏତଲା ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଆଣ୍ଟି ରାଗିଂ କମିଟି ତରଫରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ୩ ଜଣ ସିନିଅରଙ୍କୁ…

ଜିଲ୍ଲା ମାନ୍ୟତା ଦାବି : ଆଜି ୧୨ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି  । ବିଶେଷ କରି ତୁରେଇକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ଓ କଣ୍ଟାବାଞ୍ଜିରେ ଏହାର…

ଅବିଭକ୍ତ କୋରାପୁଟ ଜିଲ୍ଲାରୁ ହଜି ଯାଇଛି ୧୨ ହଜାର ପ୍ରଜାତିର ଦେଶୀ ଧାନ ବିହନ

ରାୟଗଡ଼ା: ରାଜ ରାଜୁଡା ଶାସନ କାଳରେ ଦେଶୀ ଧାନ ବିହନର ବେସ ଚାହିଦା ରହିଥିଲା। ହେଲେ ଧୀରେ ଧୀରେ ରାଜ ରାଜୁଡା ଶାସନ ଲୋପ ପାଇବା ସାଙ୍ଗକୁ ଦେଶୀ ଧାନ ବିହନ ମଧ୍ୟ ବିଲୁପ୍ତ ହେଇଯାଇଛି। ସେତେବେଳର ଜୟପୁର ରାଜତନ୍ତ୍ର ଶାସନ ଅର୍ଥାତ୍ ବର୍ତ୍ତମାନର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ…

ବର୍ତ୍ତମାନର କରୋନା ସ୍ଥିତି ଓ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ: ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି । ବିଶ୍ୱସ୍ତରରେ ଏବଂ ଭାରତରେ ବର୍ତ୍ତମାନର କୋଭିଡ…

ପୋଲିସକୁ ଆକ୍ରମଣ ଅଭିଯୋଗ, ମା-ଝିଅ ଗିରଫ

ସୋର: ରବିବାର ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଜଣେ ଘୋଷିତ ଅପରାଧୀର ପରିବାର ପୁଲିସ ଟିମ୍ ଉପରେ ଆକ୍ରମଣ କରିଥିଲା। ଏହି ଘଟଣାରେ ପୁଲିସ ଆଜି ଅଭିଯୁକ୍ତର ସ୍ତ୍ରୀ ଓ ଝିଅକୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ମଞ୍ଜୁଲତା…