ଲିକ ହେଲା ଟାଇଗର ୩ର କ୍ଲିପ
ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାଁ ଏବେ ଟାଇଗର ୩ ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ୨୧ ଏପ୍ରିଲରେ ରିଲିଜ ହୋଇଥିବା କିସି କେ ଭାଇ କିସି ଜେ ଜାନ ଫିଲ୍ମ ଫ୍ଲପ ହେବା ପରେ ସଲମାନଙ୍କ ଏହି ଫିଲ୍ମ ଉପରେ ସମସ୍ତଙ୍କ ନଜର ରହିଛି । ଟାଇଗର ୩ରେ କ୍ୟାଟ୍ରିନା କୈଫ ମଧ୍ୟ ନଜର ଆସିବେ । ଇତି…