ଚିନ୍ତା ବଢାଇଲା କରୋନା; ଭୂତାଣୁର ନୂଆ ଭାରିଆଣ୍ଟ ଚିହ୍ନଟ, ସଂକ୍ରମଣ ବଢିଲେ କାମ ଦେବନି ଟିକା
ନୂଆଦିଲ୍ଲୀ: ପୁଣି ଚିନ୍ତା ବଢାଇଲା କରୋନା। ବୈଜ୍ଞାନିକମାନେ କରୋନା ଭୂତାଣୁର ଏକ ନୂଆ ଭାରିଆଣ୍ଟ ଚିହ୍ନଟ କରିଛନ୍ତି। ଏହି ଭାରିଆଣ୍ଟର ନାମ ବିଏ.୨.୮୬। ଏହି ଭାରିଆଣ୍ଟକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଜୁଲାଇ ଶେଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ଚାରୋଟି ଭିନ୍ନ…